ଆନ୍ତଃ ରାଜ୍ୟ ପରିଷଦ ଷ୍ଟାଣ୍ଡିଂ କମିଟିରେ ଓଡ଼ିଶା ମୁଖ୍ୟମନ୍ତ୍ରୀ, ଅଧ୍ୟକ୍ଷ ଅଛନ୍ତି ଅମିତ ଶାହା

Saturday, 21 May, 12.01 pm

ନୂଆଦିଲ୍ଲୀ: ଆନ୍ତଃ ରାଜ୍ୟ ପରିଷଦର ଷ୍ଟାଣ୍ଡିଂ କମିଟିର ନୂତନ ସଦସ୍ୟ ଙ୍କ ନା କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ ଏହି କମିଟିରେ ସାମିଲ ଅଛନ୍ତି। ଏହାର ଅଧ୍ୟକ୍ଷ ଅମିତ ଶାହାଙ୍କ ସମେତ 13 ଜଣ ସଦସ୍ୟ ଅଛନ୍ତି। ଗୃହ ମନ୍ତ୍ରଣାଳୟ ଶୁକ୍ରବାର ଦିନ ଜାରି କରାଯାଇଥିବା ଗେଜେଟ୍ ବିଜ୍ଞପ୍ତିରେ ଏହି ପଦକ୍ଷେପ ବିଷୟରେ ଉଲ୍ଲେଖ କରିଛି।